ଆଜି ଦିନ ୧୨ଟା ଯାଏଁ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

334
ADVERTISEMENT

ଭୁବନେଶ୍ୱର, ୧୭/୬(ଡି.ଏଚ.ବି): ରାଜ୍ୟର କିଛି ଜିଲ୍ଲାରେ ଆଜି ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ଯାଏଁ ୫ଟି ଜିଲ୍ଲାର ଅଧିବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି।

Advertisement