Friday, November 6, 2026
ADVERTISEMENT
Home ଆଞ୍ଚଳିକ ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫା

330
ADVERTISEMENT

ଛତ୍ରପୁର,୨୬/୧୦(ଡ଼ି.ଏଚ/ସୁଦାମ ମହାରଣା ) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ନିଜ ପଦରୁ ଆଜି ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜର ଇସ୍ତଫା ପତ୍ର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରଦାନ କରିଛନ୍ତି ।

Advertisement