Saturday, November 21, 2026
ADVERTISEMENT
Home ଆଞ୍ଚଳିକ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ

ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ

331
ADVERTISEMENT

ପାରଳାଖେମୁଣ୍ଡି,୧/୧୧(ଡି.ଏଚ/ପ୍ରଭାତ ପାତ୍ର):ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟଳୟ ପରିସରରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା । ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ଫଟୋ ଚିତ୍ରରେ ବହୁ ସଂଖ୍ୟାରେ ନେତା ଓ କର୍ମୀମାନେ ଯୋଗଦେବା ସହ ପୁଷ୍ପଦେଇ ଗଭୀର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ପରେ ନଗର କଂଗ୍ରେସ ସଭାପତି ବସନ୍ତ କୁମାର ପଣ୍ଡାଙ୍କ ସମେତ ବରିଷ୍ଠ ନେତା ଯୋଗଦେଇ ସ୍ୱର୍ଗତ ଇନ୍ଦିରାଗାନ୍ଧୀଙ୍କ ରାଜନୈତିକ କର୍ମମୟ ଜୀବନ ଓ ଚିନ୍ତାଧାରାର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ତାଙ୍କ ସମୟରେ ତାଙ୍କ ସୁଶାସନ ଓ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିଥିଲେ।

Advertisement