Wednesday, August 19, 2026
ADVERTISEMENT
Home ମୁଖ୍ୟ ଖବର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

378
ADVERTISEMENT

ଭୁବନେଶ୍ୱର, ୨୦/୬(ଦୁନିଆ ହାଲଚାଲ) : ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ଧୂଳିଝଡ଼ ସହ ଘଡ଼ଘଡ଼ି,ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର,ଖୋର୍ଦ୍ଧା, ଅନୁଗୋଳ, କଟକ, ନୟାଗଡ଼ ଓ ପୁରୀ। ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisement