ବୁଗୁଡ଼ା,୧୮।୧୧(ଡି.ଏଚ/ସୁଦାମ ମହାରଣା ) : ଗଞ୍ଜାମ ଜିଲ୍ଲା ବୁଗୁଡା ବୁଦ୍ଧଖୋଲ କଲ୍ୟାଣ ମଣ୍ଡପ ଠାରେ ବୁଦ୍ଧଖୋଲ ଉନ୍ନୟନ ସମିତିର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୋଲସରା ବିଧାୟକ ତଥା ଉନ୍ନୟନ କମିଟିର ସଭାପତି ଶ୍ରୀକାନ୍ତ ସାହୁ ଯୋଗଦେଇ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି । ବୁଦ୍ଧଖୋଲ ଉନ୍ନୟନ କମିଟିର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।
















