Tuesday, November 24, 2026
ADVERTISEMENT
Home ଆଞ୍ଚଳିକ ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ତୃତୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ

ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ତୃତୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ

311
ADVERTISEMENT

ପୋଲସରା ,୨୩।୧୧(ଡି.ଏଚ/ସୁଦାମ ମହାରଣା) : ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ତୃତୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଛନ୍ତି।ବହୁ ମାନ୍ୟଗଣ୍ୟ ବ୍ୟକ୍ତି,ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

Advertisement