Monday, November 9, 2026
ADVERTISEMENT
Home ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ : ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ

ମୁଖ୍ୟମନ୍ତ୍ରୀ : ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ

357
ADVERTISEMENT

ଭୁବନେଶ୍ୱର, ୨୩।୧୧(ଡି.ଏଚ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଇ-ଲାଇବ୍ରେରୀର ଉଦ୍‌ଘାଟନ କରିବା ସହ ରୁଷା ଭବନର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମ ୫ ଦିନ ଧରି ଚାଲିବ। ଉଦ୍‌ଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଓଡ଼ିଶା ସ୍କିଲ ଡେଭେଲପ୍‌ମେଣ୍ଟର ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ, କୂଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହିଛନ୍ତି। ଏଥିସହ ବିଶ୍ୱବିଦ୍ୟାଳୟର ସମସ୍ତ ପୁରାତନ ଏବଂ ଅଧ୍ୟୟନରତ ଛାତ୍ରୀଛାତୟ ଯୋଗ ଦେଇଛନ୍ତି।

Advertisement