ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନରେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ

166
ADVERTISEMENT

ଭୁବନେଶ୍ୱର, ୨୪/୬(ଡ଼ି ଏଚ ବି ): ଭୁବନେଶ୍ୱର ରେଲୱେ ଷ୍ଟେସନରେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ। ଭୁବନେଶ୍ୱର-ଭଦ୍ରକ ମେମୁ ପାସେଞ୍ଜର ଟ୍ରେନ୍‌ ପ୍ଲାଟଫର୍ମ ଛାଡ଼ୁ ଥିବା ବେଳେ ଯାତ୍ରୀ ଜଣଙ୍କ ଟ୍ରେନ୍‌ରୁ ଡେଇଁ ପଡ଼ିବା ବେଳେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ଟ୍ରେନ୍ ଓ ପ୍ଲାଟଫର୍ମ ମଝିରେ ଯାତ୍ରୀ ଜଣକ ପଡ଼ି ଯାଇଥିଲେ। ଏହି ସମୟରେ ଉପସ୍ଥିତ ଆର୍‌ପିଏଫ୍ କନଷ୍ଟେବଳ ତାଙ୍କୁ ରକ୍ଷା କରିଥିଲେ। ଯାତ୍ରୀଙ୍କ ନାଁ ନଜିର ମଲ୍ଲିକ। ତାଙ୍କ ଘର ପଶ୍ଚିମବଙ୍ଗର ମେଦିନାପୁର ଅଞ୍ଚଳରେ।

Advertisement