Saturday, November 21, 2026
ADVERTISEMENT
Home ଜାତୀୟ ପୁଞ୍ଚ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

332
ADVERTISEMENT

ଶ୍ରୀନଗର,୨୨।୧୨(ଡି.ଏଚ) : ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ରବିବାର ପୁଞ୍ଚ୍‌ ଜିଲାର ମେଣ୍ଡାର ଏବଂ କ୍ରିଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବରେ ଭାରତୀୟ ପୋଷ୍ଟଗୁଡ଼ିକରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି।

Advertisement