ଆଜିଠୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ

231
ADVERTISEMENT

ଭୁବନେଶ୍ବର,୨୫/୬(ଡ଼ି ଏଚ ବି ): ଆଜି ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ଏହି ବଜେଟ ଅଧିବେଶନ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଜୁନ୍ ୨୫ରୁ ଜୁଲାଇ ୨ ତାରିଖ ଏବଂ ଦ୍ବିତୀୟ ପ୍ରର୍ଯ୍ୟାୟ ଜୁଲାଇ ୧୨ ତାରିଖରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ପ୍ରଥମ ଦିନରେ ଆଜି ରାଜ୍ୟପାଳଙ୍କ ଉଦବୋଧନରୁ ଆରମ୍ଭ ହେବ ଗୃହକାର୍ଯ୍ୟ । ୨୬ରେ ଉପବାଚସ୍ପତି ନିର୍ବାଚନ ନେଇ ଘୋଷଣା ହେବାକୁ ଥିବା ବେଳେ ୨୭ରେ ହେବ ନିର୍ବାଚନ । ୨୮ ତାରିଖରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଜୁଲାଇ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲା ଗୃହରେ ପାରିତ ହେବ ।

Advertisement