କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ

255
Image: Public TV
ADVERTISEMENT

ନୂଆଦିଲ୍ଲୀ,୨।୨(ଡି.ଏଚ) : ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଚାଇନା ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କରୋନା ସଂକ୍ରମଣଙ୍କ ସଂଖ୍ୟା ୧୨ ହଜାର ଟପିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏନେଇ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି।

Advertisement