Wednesday, November 18, 2026
ADVERTISEMENT
Home ଆଞ୍ଚଳିକ ବାଲିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

ବାଲିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

411
ADVERTISEMENT

ବାଲିଗୁଡ଼ା,୫।୨(ଟିକି ଦଣ୍ଡିଆ) : କନ୍ଧମାଳ ବାଲିଗୁଡ଼ା ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କସ୍ତୁରବା ଗାନ୍ଧୀ ) ବହୁତ ଧୂମଧାମରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଧାୟକ ଶ୍ରୀ ଚକ୍ର ମଣି କହଁର, ମୁଖ୍ୟ ବକ୍ତା ବାଲିଗୁଡ଼ା ନଗର ଅଧକ୍ଷା ମମତା ବେହେରା, ଯୋଗଦେଇ କ୍ରୀଡ଼ା ଓ ଅନ୍ୟାନ୍ୟ କମ୍ପିଟିସନ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ଏହା ପରେ ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିବା ସହ ସଂଗୀତ ଗାନ କରିଥିଲେ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ,ସ୍କୁଲର ପ୍ରଧାନଶିକ୍ଷକ, ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହିବାସହ ସ୍କୁଲର ସଭାପତି ଅନ୍ତର୍ଯ୍ୟାମୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Advertisement