Wednesday, November 18, 2026
ADVERTISEMENT
Home ଆଞ୍ଚଳିକ ଗଂଜାମ ବସ ଟ୍ରାଜେଡି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ : ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀ...

ଗଂଜାମ ବସ ଟ୍ରାଜେଡି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ : ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀ ନିଲମ୍ବିତ

244
ADVERTISEMENT

ବ୍ରହ୍ମପୁର,୯/୨(ହିମାଂଶୁ ପାଢ଼ୀ ) ; ଗଞ୍ଜାମ ବସରେ ବିଦ୍ୟୁତ୍ ତାର ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ୪ ଇଞ୍ଜିନିୟର । ଦାୟିତ୍ୱରେ ଅବହେଳା ପାଇଁ ୪ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବିତ କରିଛନ୍ତି ସରକାର । ଗଞ୍ଜାମ ଜିଲ୍ଲାର ବିଦ୍ୟୁତ୍ ଡିଭିଜନ ଜେଇ, ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ କନିଷ୍ଠ ଯନ୍ତ୍ରୀ ସମେତ ସହକାରୀଙ୍କୁ ନିଲମ୍ବିତ କରାଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି ।

Advertisement