Wednesday, November 18, 2026
ADVERTISEMENT
Home ଆଞ୍ଚଳିକ ବିବେକାନନ୍ଦ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ବିବେକାନନ୍ଦ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

342
ADVERTISEMENT

ବ୍ରହ୍ମପୁର,୨୪।୨ (ସୁଦାମ ମହାରଣା) : ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନସ୍ଥିତ ବିବେକାନନ୍ଦ ପବ୍ଲିକ ସ୍କୁଲର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଛନ୍ତି। ସମ୍ମାନିତ ଅତିଥି ଭାବେ ପୋଲସରା ବିଡିଓ,ବୁଗୁଡା ତହସିଲଦାର ଉପସ୍ଥିତ ଥିଲେ। ବହୁ ମାନ୍ୟଗଣ୍ୟ ବ୍ୟକ୍ତି,କମିଟିବୃନ୍ଦ,ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

Advertisement