ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କଲା

387
ADVERTISEMENT

ଭୁବନେଶ୍ୱର, ୦୭/୦୩ (ଡ଼ିଏଚ) : ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କଲା । ୪ ଟି ଆସନ ପାଇଁ ନିର୍ବାଚନ ହେବାର ଥିବାରୁ ସମସ୍ଥ ୪ ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ସୁବାସ ସିଂହ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତଙ୍କୁ ଦଳୀୟ ପ୍ରାର୍ଥୀ ରୂପେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । 

Advertisement