Wednesday, August 19, 2026
ADVERTISEMENT
Home ଜାତୀୟ ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

424
ADVERTISEMENT

ନୂଆଦିଲ୍ଲୀ,୪।୭ (ଡି.ଏଚ.ବି): ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି। ଦୁଇ ପରସ୍ପର ବିରୋଧୀ ନେତାଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି ଟୁଇଟ୍‌ କରି ଶୁଭକାମନା ଜଣାଇବା ସହିତ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ସେହିପରି ମମତା ବାନାର୍ଜୀ ଟୁଇଟ୍‌ କରି ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହିତ ଶେଷରେ ଜୟ ଜଗନ୍ନାଥ ଲେଖିଛନ୍ତି।

Advertisement