ରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

394
Image: PTC News
ADVERTISEMENT

ନୂଆଦିଲ୍ଲୀ ୦୨/୦୩(ଡି ଏଚ): ରାମ ନବମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ରାମ ନବମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଜୟ ଶ୍ରୀରାମ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Advertisement