Saturday, September 19, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

318
ADVERTISEMENT

ଭୁବନେଶ୍ୱର,୩/୪ (ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Advertisement