Friday, November 6, 2026
ADVERTISEMENT
Home ମୁଖ୍ୟ ଖବର କରୋନା ରୋଗ ଆକ୍ରାନ୍ତ ହୋଇ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ

କରୋନା ରୋଗ ଆକ୍ରାନ୍ତ ହୋଇ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ

588
ADVERTISEMENT

ଭୁବନେଶ୍ୱର,୨୭ା୪ (ବ୍ୟୁରୋ): କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ବାବଦରେ ମୃତ ସାମ୍ବାଦିକଙ୍କ ପରିବାର ପାଇବେ ବୋଲି ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଉକ୍ରଳ ସାମ୍ବାଦିକ ସଂଘ ତରଫରୁ ଗତ ୨୩ ତାରିଖରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଥିଲା ।

Advertisement