ନୂଆଦିଲ୍ଲୀ,୧୦-୦୫(ଡି ଏଚ): ଆସନ୍ତାକାଲି ମେ’ ୧୧, ୨୦୨୦ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ପଞ୍ଚମ ବୈଠକରେ ଯୋଗଦାନ କରିବେ । ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ କହିଛି, “ଆସନ୍ତାକାଲି ଅପରାହ୍ନ ୩ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ବୈଠକ କରିବେ ।




















