ଖଜୁରୀପଡ଼ା,୨୮-୦୫(ଅନନ୍ତ କୁମାର ଦିଗାଲ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ର ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ ଏବଂ ଏହାର ସୁପରିଚାଳନା ନିମନ୍ତେ ଆଜିର ଏହି ଉଚ୍ଚ ସ୍ତରୀୟ ବୈଠକ ରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ ଜିଲ୍ଲାପାଳ ଡ. ବୃନ୍ଦା ଡି.ପ୍ରକଳ୍ପ ଅଧିକାରୀ ଶ୍ରୀ ବିଶ୍ୱନାଥ ବାରିକ୍ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତିକ ସିଂ ଙ୍କ ସମେତ ଅନ୍ୟ ସମସ୍ତ ପଦାଧିକାରୀ ମାନେ ବୈଠକ ରେ ଅଂଶ ଗ୍ରହଣ କରିଥିଲେ l


















