Saturday, October 24, 2026
ADVERTISEMENT
Home ଆଞ୍ଚଳିକ ରୋଗୀ କଲ୍ୟାଣ ସମିତି ବୈଠକ

ରୋଗୀ କଲ୍ୟାଣ ସମିତି ବୈଠକ

328
ADVERTISEMENT

ଗଜପତି,୮/୭ ପ୍ରଭାତ କୁମାର ପାତ୍ର : ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ରବିବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଗୁନୁରାଣୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଜିଲ୍ଲାପାଳ ଅନୁପମ ଶାହା ଏବଂ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଚଞ୍ଚଳ ରାଣା ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ସମିତିର ସମସ୍ତ ସଦସ୍ୟ ଯୋଗଦେଇ ରୋଗୀଙ୍କ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା କରିଥିଲେ ।

Advertisement