କନ୍ଧମାଳ ,୧୫।୬(ସୁରେଶ କୁମାର ପଣ୍ଡା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ବିଶ୍ୱ ରକ୍ତଦାନ ଶିବିର ଶିକ୍ଷା ନିକେତନ ସ୍କୁଲ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ସ୍କୁଲର ପ୍ରତିଷ୍ଠାତା ରାଜ କିଶୋର ପାଢ଼ୀ ପରିଚାଳନା କରିଥିବା ବେଳେ ଅତିଥି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଏନଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ, ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ ବେହେରା, ପ୍ରମୁଖ ଉପସ୍ଥିତ ଥିଲେ । କୋଭିଡ ୧୯ନିୟମ ଅନୁଯାୟୀ ରକ୍ତ ସଂଗ୍ରହ ଚାଲିଛି ।













