Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ବଢ଼ିଲା ଶ୍ରମିକଙ୍କ ମଜୁରୀ

ରାଜ୍ୟରେ ବଢ଼ିଲା ଶ୍ରମିକଙ୍କ ମଜୁରୀ

527
ADVERTISEMENT

ଭୁବନେଶ୍ୱର,୨୪/୭(ବିଶ୍ୱରଞ୍ଜନ) :ମଜୁରୀରେ ୫ ଟଙ୍କା ୪୦ ପଇସା ବଢ଼ାଇଲା ରାଜ୍ୟ ସରକାର। ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ପାଇଁ ଦୈନିକ ମଜୁରୀ ୫ ଟଙ୍କା ୪୦ ବଢ଼ାଇଛନ୍ତି ରାଜ୍ୟ ସରକାର। ସେହି ଅନୁସାରେ, ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୦୩ ଟଙ୍କା ୪୦ ପଇସା ହୋଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କା ୪୦ ପଇସା। ସେହିଭଳି କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୩ ଟଙ୍କା ୪୦ ପଇସା ହୋଇଥିବା ବେଳେ ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ବଢ଼ି ୪୫୩ ଟଙ୍କା ୪୦ ପଇସା ହୋଇଛି। ଏହା ଦ୍ୱାରା ମଜୁରୀଆଙ୍କ ଆର୍ଥିକ ମେରୁଦଣ୍ଡ ସୁଦୃଢ଼ ହେବ ବୋଲି ସରକାର କହିଛନ୍ତି।

Advertisement