ବିଧାୟକଙ୍କ ଦ୍ୱାରା ସ୍ୱାସ୍ଥ୍ୟ ବିଭାଗ ଉଦଘାଟନ ଓ ବୃକ୍ଷରୋପଣ

342
ADVERTISEMENT

ବଲାଙ୍ଗିର,୨୪/୭(ସୁନୀଲ ତ୍ରିପାଠୀ) : ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର ଆଜି ଚୁଡାପଲି ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମାଁ ଓ ଶିଶୁ ଚିକିତ୍ସା ବିଭାଗର ଉଦଘାଟନ କରିବାସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ତାଙ୍କ ସହ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଶ୍ରୀ ତରୁଣ କୁମାର ଭୋଇ ଓ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Advertisement