ଗଜପତି,୧୬/୦୮,(ପ୍ରଭାତ କୁମାର ପାତ୍ର) : ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଜାରି ରହିଥିବା ରକ୍ତଦାନ ଶିବିରର ଆଜି ଶେଷ । ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କର୍ମକର୍ତ୍ତା ମାନଙ୍କୁ ଉତ୍ସାହିତ କରିଥିଲେ । । କୋରନା ମହାମାରୀ ସମୟରେ ରକ୍ତ ଅଭାବକୁ ଦୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ କ୍ରମେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଛି ।