Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ଟାଟାପ୍ରକଳ୍ପର ଠିକା କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ଦାବି

ଟାଟାପ୍ରକଳ୍ପର ଠିକା କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ଦାବି

318
ADVERTISEMENT

ବ୍ରହ୍ମପୁର,୩୦/୭ ଏଜେନସି :ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ। ଧାରଣାରେ ବସିଥିବା ବିସ୍ଥାପିତ ପରିବାରର ଉକ୍ତ ଶ୍ରମିକମାନଙ୍କୁ ମଙ୍ଗଳବାର ପୋଲିସ ସେଠାରୁ ଉଠାଇନେଇଛି। ସେମାନଙ୍କୁ ଛତ୍ରପୁରସ୍ଥିତ ପୋଲିସ ଆର୍‌ଆଇ ଅଫିସରେ ରଖାଯାଇଥିବା ଜଣାପଡ଼ିଛି।

Advertisement