Friday, November 6, 2026
ADVERTISEMENT
Home ଆଞ୍ଚଳିକ ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଞାନ ମହାବିଦ୍ୟାଳୟ : ଓଡ଼ିଆ ବିଭାଗ ପକ୍ଷରୁ ପାଠଚକ୍ର

ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଞାନ ମହାବିଦ୍ୟାଳୟ : ଓଡ଼ିଆ ବିଭାଗ ପକ୍ଷରୁ ପାଠଚକ୍ର

176
ADVERTISEMENT

ହିଞ୍ଜିଳିକାଟୁ,୩୦/୯(ଶେଷଦେବ ସାହୁ): ହିଞ୍ଜିଳିକାଟୁ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ପକ୍ଷରୁ ମଙ୍ଗଳବାର ଜଗନ୍ନାଥ ଦାଶଙ୍କ ଭାଗବତ ଶୀର୍ଷକ ଏକ ଜାତୀୟ ୱେବିନାର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟା ଅଧ୍ୟକ୍ଷା ଡ଼ଃ. ସ୍ୱସ୍ତିକା ପାଢି ସ୍ୱାଗତ ଭାଷଣ ସହ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ମୁଖ୍ୟ ଅତିଥି ଭାବେ ଦିଲ୍ଲୀ ଜବାହାରଲାଲ ନେହୁରୁ ବିଶ୍ୱ ବିଦ୍ୟାଳୟର ଓଡ଼ିଆ ବିଭାଗୀୟ ପ୍ରାଧ୍ୟାପକ ଡ଼ଃ. ଉଦୟନାଥ ସାହୁ ଯୋଗଦେଇ ଜଗନ୍ନାଥ ଦାଶଙ୍କ ଭାଗବତ ଆଜିର ଦିନରେ ପ୍ରତ୍ୟେକ ଓଡ଼ିଆଙ୍କ ଘରେ କିପନରି ପରିଚିତ ସେ ନେଇ ମତବ୍ୟକ୍ତ କରିଥିଲେ । ବିଭାଗୀୟ ମୁଖ୍ୟ ଡ଼ଃ. ଭାସ୍କର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ସଙ୍ଗୀତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପକ ଜଗନ୍ନାଥ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଶତାଧିକ ଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ ।

Advertisement