Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଓଡ଼ିଶାରେ ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮୬

ଓଡ଼ିଶାରେ ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮୬

197
Google
ADVERTISEMENT

ଭୁବନେଶ୍ୱର,୧୨/୧୧(ଡ଼ି.ଏଚ,ବ୍ୟୁରୋ) : ଓଡ଼ିଶାରେ ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ତଳକୁ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୪ ଲୋକାଲ କେସ୍‌ ଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୯୮୬ରେ ପହଞ୍ଚିଛି।

Advertisement