Thursday, September 17, 2026
ADVERTISEMENT
Home ଜିଲ୍ଲା ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ

ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ

214
ADVERTISEMENT

ପଡିଆ,୨୩/୧୧,(ଡ଼ି.ଏଚ,ବ୍ୟୁରୋ) : ମାଲକାନଗିରି ଜିଲ୍ଲା ପଡ଼ିଆ ମେଡିକାଲରେ ଲାଗିଥିବା ଗାଡ଼ିର ବିଲ କରିଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗତ ଅକ୍ଟୋବର ମାସ ୨୦ ତାରିଖରେ ଭିଜିଲାନ୍ସ ଜାଲରେ ପଡ଼ିଥିଲେ ମାଲକାନଗିରି ଜିଲ୍ଲା ପଡ଼ିଆ ମେଡିକାଲର ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଶ୍ରୀମନ୍ତ ଅତିବୁଦ୍ଧି। ଏହି ଘଟଣାର ତଦନ୍ତ କରି ଆଜି ଭିଜିଲାନ୍ସ ପକ୍ଷରୁ ଏହି ମାମଲାରେ ସମ୍ପୃକ୍ତ ଥିବା ନେଇ ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ପାଣୁ ଚରଣ ମଣ୍ଡଳଙ୍କୁ ଗିରଫ କରାଯାଇଛି।

Advertisement