ଟ୍ରକ୍‌ ସହ ବୋଲେରୋ ଧକ୍କା ୩ ମୃତ

153
ADVERTISEMENT

ବରଗଡ଼,୦୩/୧୨(ଡ଼ି.ଏଚ/ବ୍ୟୁରୋ): ଏକ ଟ୍ରକ୍ ସହ ବରଯାତ୍ରୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କା ହେବା ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସମସ୍ତ ମୃତାହତ ବରଗଡ଼ ଜିଲ୍ଲା କଟାପାଲି ଅଞ୍ଚଳର ବୋଲି ସୂଚନା ମିଳିଛି। ଏମାନେ ସମସ୍ତେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଯାଉଥିବା ବେଳେ ଛତିଶଗଡ଼ ପୁସୋର ଥାନା ପୋଡ଼ାତରାଇ ଠାରେ ଏହି ଦୁର୍ଘଟଣା ଘଟିଛି।

Advertisement