ଡାଇବେଟିସରୁ ଉପଶମ : ଥରକେ ମିଳିବ ବର୍ଷ ବର୍ଷର ପୁରୁଣା ଡାଇବେଟିସ ରୋଗରୁ ମୁକ୍ତି

174
ADVERTISEMENT

ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଯଥାର୍ଥରେ ମତ ଉପସ୍ଥାପନ କରିଛନ୍ତିକି ଅତ୍ୟାଧୁନିକ ରାସାୟନିକ ଔଷଧ ଅପେକ୍ଷା ଆୟୁର୍ବେଦିକ ତଥା ପୌରାଣିକ ଘରୋଇ ଉପଚାର ସ୍ୱାସ୍ଥ୍ୟ ପ୍ରତି ବହୁତ ଉପଯୋଗୀ ଓ ଫଳପ୍ରଦ ହୋଇଥାଏ | ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ

ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।

ଡାଇବେଟିସ ଏକ ଭୟାନକ ରୋଗ ଅଟେ।ଏହାକୁ ଚିନିର ବେମାରି ମଧ୍ୟ କୁହାଯାଏ।କାରଣ ରକ୍ତରେ ଏହାର ପରିମାଣ ଅଧିକ ହେବା ଯୋଗୁଁ ଏହା ସୃଷ୍ଟି ହୋଇଥାଏ।ଏହି ରୋଗ ଆମ କିଡନୀକୁ ଆକ୍ରାନ୍ତ କରିବା ସହିତ ଉଚ୍ଚ ରକ୍ତଚାପ ଓ ହୃତ ଜନିତ ରୋଗର କାରଣ ହୋଇଥାଏ ଓ ଶରୀରରେ କୋଲେଷ୍ଟରଲର ପରିମାଣ ବଢାଇଦିଏ।ସର୍ବୋପରି ଡାଇବେଟିସ ଶରୀରକୁ ରୋଗର ଘର ବନେଇଦିଏ।ତେଣୁ ଏହାକୁ ସବୁବେଳେ ନିୟନ୍ତ୍ରଣରେ ରଖିବା ଉଚିତ।

ରକ୍ତରେ ସୁଗାରର ପରିମାଣ ବଢ଼ିଗଲେ ତାହା ଡାଇବେଟିସ ରୋଗ ସୃଷ୍ଟି କରିଥାଏ।ଯାହାକି ବହୁତ ଭୟାନକ ଓ ମ୍ରିୟମାଣ ପୂର୍ଣ୍ଣ ଅଟେ।ଏଥିରୁ ଉପଶମ ପାଇବା ଓ ନିଜ ସୁଗାର ମାତ୍ରାକୁ ନିୟନ୍ତ୍ରଣରେ ରଖିବା ସମସ୍ତଙ୍କର ଏକ ଚିନ୍ତାର ବିଷୟ ଅଟେ।ନିମ୍ନରେ ଏଥିରୁ ଉପଶମ ପାଇବାର ଏକ ସରଳ ଉପାୟ ବର୍ଣ୍ଣନା କରାଯାଇଛି।

Advertisement