Friday, November 6, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ।

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ।

183
ADVERTISEMENT

ଭୁବନେଶ୍ୱର,୧୪/୧୨ (ଡି.ଏଚ ବ୍ୟୁରୋ) :ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ । ପ୍ରାୟ ୯ ମାସ ପରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟୁଇଟ୍ କରି ଦେଇଛନ୍ତି ସୂଚନା । ଆଲୋଚନା ପରେ ଓ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର ନିର୍ଦ୍ଧାରିତ କରିବା ପରେ ମନ୍ଦିର ଖୋଲିବା ପାଇଁ ଜିଲ୍ଲାପାଳମାନେ ନିର୍ଦ୍ଦେଶ ଦେଇପାରିବେ। ତେବେ ମନ୍ଦିର ଖୋଲିବା ପରେ କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ବାଧ୍ୟ ।

Advertisement