Saturday, November 7, 2026
ADVERTISEMENT
Home ଆଞ୍ଚଳିକ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୁଇ ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୁଇ ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।

186
ADVERTISEMENT

ଭୁବନେଶ୍ୱର,୧୫/୧୨(ଡି. ଏଚ ବ୍ୟୁରୋ):ଚାକିରି ଦେବା ନାଆଁରେ ଠକିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୁଇ ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ଏଥିପାଇଁ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ଅନୁମତି ଦେଇଛନ୍ତି। ତାଙ୍କୁ ଜାମିନରେ ନେଇ ଠକେଇ ମାମଲାର ଅଧିକ ଖୋଳତାଡ଼ କରିବ । ଏବଂ ଆକାଶ ପାଠକଙ୍କ ସହ ପ୍ରଦୀପ ପାଣିଗ୍ରାହୀଙ୍କୁ ମୁହାଁମୁହିଁ ଜେରା କରିବ ।

Advertisement