ଭୁବନେଶ୍ୱର,୦୪/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୬ ଜଣ ସଂଗରୋଧ କେନ୍ଦ୍ରରୁ ଓ ୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨କୁ ବୃଦ୍ଧି । ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନାଜାରି । ଅନ୍ୟପଟେ କରୋନାରେ ପୁଣି ୨ ଜଣଙ୍କର ମୃତ୍ୟୁ । ଯାହାଫଳରେ କୋରନା ଜନିତ ମୁର୍ତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି I


















