Friday, November 6, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତା ୨ ଦିନ ପଡ଼ିବ ଘନ କୁହୁଡ଼ିପଡ଼ିବାର ସମ୍ଭାବନା

ଆସନ୍ତା ୨ ଦିନ ପଡ଼ିବ ଘନ କୁହୁଡ଼ିପଡ଼ିବାର ସମ୍ଭାବନା

221
ADVERTISEMENT

ଭୁବନେଶ୍ୱର,୦୪/୦୧/୨୧(ଡ଼ି.ଏଚ/ବ୍ୟୁରୋ) :ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରାରେ ହ୍ରାସ ଘଟିବା ସହ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ସୋମବାର ମଧ୍ୟରାତ୍ରରୁ ମଙ୍ଗଳବାର ପ୍ରତ୍ୟୁଷ ପର୍ଯ୍ୟନ୍ତ କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା, ବୌଦ୍ଧ, କେନ୍ଦ୍ରାପଡା, ଯାଜପୁର, ପୁରୀ, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା, ଜିଲ୍ଲା ଉପରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା କାରଣରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କ

Advertisement