Saturday, November 7, 2026
ADVERTISEMENT
Home ଆଞ୍ଚଳିକ ରଜ୍ୟରୁ ୮୮ ନୂଆ ଆକ୍ରାନ୍ତ ଚିହ୍ନଟ : ଜଣେ ମୃତ

ରଜ୍ୟରୁ ୮୮ ନୂଆ ଆକ୍ରାନ୍ତ ଚିହ୍ନଟ : ଜଣେ ମୃତ

178
ADVERTISEMENT

ଭୁବନେଶ୍ବର ,୧୫/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ସୋମବାର ରାଜ୍ୟରୁ ଆଉ ୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ ସଙ୍ଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରକୁ ଆଧାର କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।l

Advertisement