Tuesday, September 8, 2026
ADVERTISEMENT
Home ଜିଲ୍ଲା କଟକ ଚା’ ଦୋକାନରୁ ପ୍ରାୟ ୨୭୦ ଗ୍ରାମ ବ୍ରାଉନସୁଗାର ଜବତ : ୨ ଗିରଫ

ଚା’ ଦୋକାନରୁ ପ୍ରାୟ ୨୭୦ ଗ୍ରାମ ବ୍ରାଉନସୁଗାର ଜବତ : ୨ ଗିରଫ

331
ADVERTISEMENT

ଭୁବନେଶ୍ୱର,୧୬/୩,(ଡ଼ି.ଏଚ/ବ୍ୟୁରୋ): କଟକ ଜିଲା ଜଗତପୁରରେ ଏକ ଚା’ ଦୋକାନରୁ ମଙ୍ଗଳବାର ବ୍ରାଉନସୁଗାର ଜବତ ହୋଇଥିବା ନେଇ ଖବର ମିଳିଛି। ଜଗତପୁରରେ ଥିବା ଚା’ ଦୋକାନରୁ ପ୍ରାୟ ୨୭୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି। ଏହାସହ ସମ୍ପୃକ୍ତ ଘଟଣାରେ ଦୋକାନୀ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। ଏନେଇ କଟକ ଡିସିପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

Advertisement