ଭୁବନେଶ୍ବର ୧୯।୩: ଦିଲ୍ଲୀରେ ୫ଟି ମନ୍ତ୍ରଣାଳୟର କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଭୁବନେଶ୍ବରର ବିକାଶ ପାଇଁ ୧୦ଟି ପ୍ରସ୍ତାବ ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। କେନ୍ଦ୍ର ଅର୍ଥମନ୍ତ୍ରୀ, କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଭେଟିଥିବା ନେଇ ଦିଲ୍ଲୀରେ ଏକ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ ।


















