Tuesday, November 10, 2026
ADVERTISEMENT
Home ଆଞ୍ଚଳିକ ୨ ବାଇକ ମୁହାମୁହିଁ ଧକ୍କା ; ୩ ମୃତ

୨ ବାଇକ ମୁହାମୁହିଁ ଧକ୍କା ; ୩ ମୃତ

370
ADVERTISEMENT

ନୟାଗଡ,୧୯/୩(ଡି.ଏଚ ବ୍ୟୁରୋ): ନୟାଗଡ ଜିଲା ଶରଣକୁଳ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ୨ବାଇକ ମଧ୍ୟରେ ମୁହାମୁହିଁ ଧକ୍କା ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଓ ଗୁରୁତରଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଦୁର୍ଘଟଣା ପରେ ଖବର ପାଇ ପୁଲିସ ଓ ସ୍ଥାନୀୟଲୋକେ ସଭିଁଙ୍କୁ ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଗୁରୁତରଙ୍କର ଚିକିତ୍ସା କରାଯାଉଛି ବୋଲି ସୂଚନା ମିଳିଛି।

Advertisement