Thursday, November 5, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ

ରାଜ୍ୟରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ

321
ADVERTISEMENT

ଭୁବନେଶ୍ୱର,୨୦/୩(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି । ଦିନକରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୭୧, ସ୍ଥାନୀୟ ୪୯। ମୋଟ ପଜିଟିଭ ୩,୩୮,୭୧୯କୁ ବୃଦ୍ଧି । ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬, ସୁନ୍ଦରଗଡରୁ ୧୬, ମୟୁରଭଞ୍ଜରୁ ୧୫ ଓ ଖୋର୍ଦ୍ଧାରୁ ୧୪, ସମ୍ବଲପୁର ୧୦, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧,ବାଲେଶ୍ୱର ୪, ବରଗଡ ୧, ଭଦ୍ରକ ୩, ବଲାଙ୍ଗୀର ୨, ଢେଙ୍କାନାଳ ୧, ଗଞ୍ଜାମ ୪, ଜଗତସିଂହପୁର ୧, ଯାଜପୁର ୪, ଝାରସୁଗୁଡା ୩, କଳାହାଣ୍ଡି ୧, କେନ୍ଦ୍ରାପଡା ୨, କେନ୍ଦୁଝର ୧, ନବରଙ୍ଗପୁର ୧, ନୂଆପଡା ୧, ପୁରୀ ୩, ରାୟଗଡା ୩, ଷ୍ଟେଟପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisement