Thursday, November 5, 2026
ADVERTISEMENT
Home ରାଜ୍ୟ ରାଜ୍ୟରେ ବଢିଲା ବିଦ୍ୟୁତ୍ ଦର

ରାଜ୍ୟରେ ବଢିଲା ବିଦ୍ୟୁତ୍ ଦର

190
ADVERTISEMENT

ଭୁବନେଶ୍ୱର,୨୭/୩ (ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧିକୁ OERC ତରଫରୁ ମଂଜୁରୀ ମିଳିଛି। କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧିକୁ ମଂଜୁରୀ ମିଳିଛି। ବର୍ଦ୍ଧିତ ଶୁଳ୍କ ଏପ୍ରିଲ ୪ରୁ ଲାଗୁ କରାଯିବା ନେଇ ସୂଚନା ଦିଆଯାଇଛି। ବିପିଏଲ୍ ଏବଂ ଜଳସେଚନ ଉପଭୋକ୍ତାଙ୍କ ଦର ଅପରିବର୍ତ୍ତିତ ରହିଲା। ମିଟର ରେଣ୍ଟ, ମାସିକ ସର୍ବନିମ୍ନ ଚାର୍ଜ ମଧ୍ୟ ଅପରିବର୍ତ୍ତିତ ରହିଛି। ଘରୋଇ ଓ ସିଙ୍ଗଲ ଫେଜ୍ ଉପଭୋକ୍ତାଙ୍କ ପାଇଁ ୨% ରିହାତି ମିଳିବ। ଡିଜିଟାଲରେ ପେମେଣ୍ଟ କଲେ ଉଭୟ ଉପଭୋକ୍ତାଙ୍କୁ ରିହାତି ମିଳିବ। ସମସ୍ତ ପ୍ରି-ପେଡ୍ ଉପଭୋକ୍ତାଙ୍କୁ ମଧ୍ୟ ୨% ରିହାତି ମିଳିବ।

Advertisement