Tuesday, September 8, 2026
ADVERTISEMENT
Home ରାଜନୀତି ୧୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

୧୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

378
ADVERTISEMENT

ଭୁବନେଶ୍ୱର,(ଦୁନିଆ ହାଲ୍ ଚାଲ୍) :  ଆଜି ବିଜେପି ଆଉ ୧୧ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଆନନ୍ଦପୁରରୁ ଆଲୋକ ସେଠୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ରାଇରଙ୍ଗପୁରରୁ ନବଚରଣ ମାଝୀ, ମୋରଡ଼ାରୁ କୃଷ୍ଣଚନ୍ଦ୍ର ମହାପାତ୍ର,ନୀଳଗିରିର ସୁକାନ୍ତ ନାୟକ, ଆଠମଲ୍ଲିକରୁ ଭାଗିରଥୀ ପ୍ରଧାନ,ବାଙ୍କୀରୁ ଶୁଭ୍ରାଂଶୁ ଶେଖର ପାଢ଼ୀ, ଆଠଗଡ଼ରୁ ବ୍ରଜେନ୍ଦ୍ର ରାୟ, ପାଟକୁରାରୁ ବିଜୟ ମହାପାତ୍ର,ମହାକାଳପଡ଼ାରୁ ବିଜୟ ପ୍ରଧାନ,ପୁରୀରୁ ଜୟନ୍ତ ଷଡ଼ଙ୍ଗୀ ଓ ଅଭିନେତ୍ରୀ ଅପରାଜିତା ମହାନ୍ତିଙ୍କୁ ଭୁବନେଶ୍ୱର ଉତ୍ତରରୁ ବିଜେପି ପ୍ରାର୍ଥୀ କରାଯାଇଛି।

Advertisement