Saturday, September 5, 2026
ADVERTISEMENT
Home ରାଜ୍ୟ ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା

ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା

423
ADVERTISEMENT

ଭୁବନେଶ୍ୱର,୧୫/୦୪(ଡ଼ି.ଏଚ/ବ୍ୟୁରୋ) : ଚଳିତବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ରୁ ଅନଲାଇନରେ ଆବେଦନ ଆରମ୍ଭ ହୋଇଯାଇଛି । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ଛାତ୍ରଛାତ୍ରୀଙ୍କୁ ଆଡମିଟ କାର୍ଡ ମିଳିଯିବ। କମ୍ପ୍ୟୁଟର ବେସଡ ସିଷ୍ଟମ ମାଧ୍ୟମରେ ପରୀକ୍ଷା ହେବ ବୋଲି ସୂଚନା ରହିଛି।

Advertisement