ବିଜେପିର ଲୋକସଭା ପ୍ରାର୍ଥୀ ଘୋଷଣା: ଭଦ୍ରକରୁ ଲଢ଼ିବେ ଅଭିମନ୍ୟୁ

188
ADVERTISEMENT

ଭୁବନେଶ୍ୱର,(ଦୁନିଆ ହାଲ୍ ଚାଲ୍) : ଆଜି ବିଜେପି ୧୧ ବିଧାନସଭା ଓ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।ମୟୂରଭଞ୍ଜ ଲୋକସଭା ଆସନ ପାଇଁ ବିଶ୍ୱେଶ୍ୱର ଟୁଡୁ ପ୍ରାର୍ଥୀ ହୋଇଥିବା ବେଳେ ଭଦ୍ରକ ପାଇଁ ଅଭିମନ୍ୟୁ ସେଠୀ ଓ ଯାଜପୁର ପାଇଁ ଅମୀୟ ମଲ୍ଲିକ ପ୍ରାର୍ଥୀ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୯ ତାରିଖରେ ବିଜେପି ଦୁଇଟି ଲୋକସଭା ଏବଂ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା।

Advertisement