Saturday, September 5, 2026
ADVERTISEMENT
Home ଆଞ୍ଚଳିକ ଆସନ୍ତାକାଲିଠୁ ରାଜଧାନୀରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ I

ଆସନ୍ତାକାଲିଠୁ ରାଜଧାନୀରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ I

223
ADVERTISEMENT

ଭୁବନେଶ୍ୱର,୨୦/୦୪(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି । ଆସନ୍ତାକାଲିଠୁ ରାଜଧାନୀରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଗୁଡ଼ିକୁ ଭକ୍ତଙ୍କ ପ୍ରବେଶ ଉପରେ ବାରଣ ‌ ଲଗାଯାଇଛି। ତେବେ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳିବ। ଆଜି ବିଭିନ୍ନ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସୂଚନା ।

Advertisement