ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୮୯୧୪ଜଣ କରୋନା ସଂକ୍ରମିତ ଚିହ୍ନଟ

110
Haryana, June 26 (ANI): A health worker collects a nasal sample for Covid-19 Ag rapid antigen testing at Chakkarpur Community Centre, near DLF Phase 4, in Gurugram on Friday. (ANI Photo)
ADVERTISEMENT

ଭୁବନେଶ୍ୱର,୦୩/୦୫(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୮୯୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୫୦୮୧ଜଣ ସ୍ଥାନୀୟ ସଂକ୍ରମିତ ଓ ୩୮୩୩ଜଣ ସଙ୍ଗରୋଧରୁ ଅଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଚିହ୍ନଟ ଅଛନ୍ତି । ଅପରପକ୍ଷରେ ଅନୁଗୁଳରୁ ୩୩୧, ବାଲେଶ୍ୱରରୁ ୧୭୯, ବରଗଡ଼ରୁ ୪୫୨, ଭଦ୍ରକରୁ ୩୫୧, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୧୭୫, କଟକରୁ ୫୮୭, ଦେବଗଡ଼ରୁ ୧୦୩, ଢେଙ୍କାନାଳରୁ ୧୪୯, ଗଜପତିରୁ ୨୬୨, ଜଗତସିଂହପୁରରୁ ୧୦୯, ଯାଜପୁରରୁ ୨୩୨, ଝାରସୁଗୁଡାରୁ ୩୦୪, କଳାହାଣ୍ଡିରୁ ୨୩୬, କନ୍ଧମାଳରୁ ୬୨, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୪, କୋରାପୁଟରୁ ୧୪୫, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୪୩୩, ନୟାଗଡରୁ ୧୯୪, ନୂଆପଡାରୁ ୨୭୮, ପୁରୀରୁ ୫୩୦, ରାୟଗଡାରୁ ୧୫୭, ସମ୍ବଲପୁରରୁ ୫୨୦, ସୋନପୁରରୁ ୧୨୧, ସୁନ୍ଦରଗଡରୁ ୫୯୨ ଓ ଷ୍ଟେଟ ପୁଲରୁ ୨୫୫ ଚିହ୍ନଟ ହୋଇଛନ୍ତି ।

Advertisement