Friday, November 6, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯,୫୪୧ ଜଣ କରୋନା ପଜିଟିଭ ଚିହ୍ନଟ I

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯,୫୪୧ ଜଣ କରୋନା ପଜିଟିଭ ଚିହ୍ନଟ I

158
ADVERTISEMENT

ଭୁବନେଶ୍ୱର,୩୦/୫(ଡି.ଏଚ ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯,୫୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରୁ ୫୩୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ରୁ ୪୧୯୮ଜଣ ସ୍ଥାନୀୟ ସଂକ୍ରମଣବୋଲି ସୂଚନା । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୪୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ସେହିଭଳି ଆଉ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement