Thursday, September 3, 2026
ADVERTISEMENT
Home ଆଞ୍ଚଳିକ ୨୪ ଘଣ୍ଟାରେ ରାଜ୍ୟରେ ୩୮୦୬ ଜଣ ପଜିଟିଭ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୩୮୦୬ ଜଣ ପଜିଟିଭ ଚିହ୍ନଟ

362
ADVERTISEMENT

ଭୁୁବନେଶ୍ୱର,୧୮୦୬(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାର ୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି l ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି l ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୋଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮,ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦ ଚିହ୍ନଟ ହୋଇଛନ୍ତି l ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯,କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୧୪୫, କେଉଁଝରରୁ ୮୧,ଖୋର୍ଦ୍ଧାରୁ ୬୧୭, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯,ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୁଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬,ସୁନ୍ଦରଗଡରୁ ୧୧୯ ଓ ରାଜ୍ୟ ପୁଲରୁ ୯୫ଜଣ ଚିହ୍ନଟ ହୋଇଛନ୍ତି l

Advertisement