ଆଜି ରାଜ୍ୟରେ ୪୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ।

15
ADVERTISEMENT

ଭୂବନେଶ୍ୱର, ୧୧/୧୦(ଡ଼ିଏଚ.ବ୍ୟୁରୋ):ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୪୪୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement